Bangladesh
ହିଂସା-ହମଲା-ଜୁଲମ୍ । ଅଶାନ୍ତ ବାଂଲାଦେଶରେ ଅସୁରକ୍ଷିତ ସଂଖ୍ୟାଲଘୁ । ଆକ୍ରମଣକାରୀଙ୍କ ନିଶାନାରେ ହିନ୍ଦୁ, ହିନ୍ଦୁ ମାନଙ୍କ ଘର, ବ୍ୟାବସାୟିକ ପ୍ରତିଷ୍ଠାନ ଓ ବିଭିନ୍ନ ଦେବଦେବୀ ମନ୍ଦିର। କେଉଁଠି ଆକ୍ରମଣକାରୀ ନିଆଁ ଲଗାଉଛନ୍ତି ତ କେଉଁଠି ଲଙ୍କାକାଣ୍ଡ ଭିଆଉଛନ୍ତି। ହିନ୍ଦୁଙ୍କୁ ଖୋଜି ଖୋଜି ବର୍ବୋରଚିତ ଜୁଲମ କରୁଛନ୍ତି, ଯାହାର ନୂଆ ନୂଆ ଚିତ୍ର ସାମନାକୁ ଆସିବାରେ ଲାଗିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)