Turkey-Syria earthquakes
Advertisment
ତୁର୍କୀର ମହାବିପତ୍ତି ବେଳେ, ସହଯୋଗର ହାତ ବଢ଼ାଇଛି ଭାରତ । ତୁର୍କୀକୁ ୨ଟି C-17 ଗ୍ଲୋବମାଷ୍ଟର ବିମାନରେ ୧୦୦ ଏନ୍ଡିଆରଏଫ୍ ଯବାନ, ସ୍ୱତନ୍ତ୍ର ପ୍ରଶିକ୍ଷିତ ଡଗ୍ ସ୍କ୍ବାଡ୍, ଡ୍ରିଲିଂ ମେସିନ, ରିଲିଫ ସାମଗ୍ରୀ, ଔଷଧ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଓ ଉପକରଣ ପଠାଯାଇଛି । ଅନ୍ୟପକ୍ଷରେ ଭାରତକୁ ବିପଦ ବେଳର ପ୍ରକୃତ ବନ୍ଧୁ ବୋଲି କହିଛନ୍ତି ଭାରତରେ ଅବସ୍ଥାପିତ ତୁର୍କୀ ରାଷ୍ଟ୍ରଦୂତ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us