Iskcon
କେତେ ବିରୋଧ, କେତେ ଆପତ୍ତି । ତଥାପି ନଭେମ୍ବର ୯ ଅଦିନିଆ ରଥଯାତ୍ରା ଆୟୋଜନ ଜିଦ୍ ଛାଡୁନି ଇସ୍କନ । ଆମେରିକା ହ୍ୟୁଷ୍ଟନରେ ସେଦିନ ରଥଯାତ୍ରା କରିବାକୁ ମାତିଛି ସଂସ୍ଥା । ଏଣେ ହ୍ୟୁଷ୍ଟନରୁ ବି ପ୍ରବାସୀ ଓଡ଼ିଆ ଓ ପ୍ରବାସୀ ଭାରତୀୟମାନେ ଜଗନ୍ନାଥ ସଂସ୍କୃତିର ରକ୍ଷା ପାଇଁ ସରକାରଙ୍କୁ ନିବେଦନ କଲେଣି । ଏଣେ ଶ୍ରୀମନ୍ଦିର ସେବକ କହିଲେଣି- ମହାପ୍ରଭୁଙ୍କୁ ଅପମାନ କଲେ ଦରକାର ପଡ଼ିଲେ ସେମାନଙ୍କୁ ଶ୍ରୀମନ୍ଦିର ପ୍ରବେଶ କଟକଣା ଲଗାଯାଇପାରେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)