Indonesia football match
ଇଣ୍ଡୋନେସିଆରେ ଫୁଟ୍ବଲ୍ ମ୍ୟାଚ୍ ପରେ ବଡ଼ ଧରଣର ହିଂସାକାଣ୍ଡ ଘଟିଛି। ଏଥିରେ ୧୨୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୮୦ରୁ ଅଧିକ ଆହତ ହୋଇଛନ୍ତି। ଗତକାଲି ଇଷ୍ଟ ଜାଭା ସ୍ଥିତ କାଞ୍ଜୁରୁହାନ୍ ଷ୍ଟାଡିୟମରେ ଆରେମା ଏଫ୍ସି ଓ ପର୍ସେବାୟା ସୁରବାୟା ଟିମ୍ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)