By: Chandan Shishu
Last updated: 02 October 2022, 09:37 PM IST
ଇଣ୍ଡୋନେସିଆରେ ଫୁଟ୍ବଲ୍ ମ୍ୟାଚ୍ ପରେ ବଡ଼ ଧରଣର ହିଂସାକାଣ୍ଡ ଘଟିଛି। ଏଥିରେ ୧୨୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୮୦ରୁ ଅଧିକ ଆହତ ହୋଇଛନ୍ତି। ଗତକାଲି ଇଷ୍ଟ ଜାଭା ସ୍ଥିତ କାଞ୍ଜୁରୁହାନ୍ ଷ୍ଟାଡିୟମରେ ଆରେମା ଏଫ୍ସି ଓ ପର୍ସେବାୟା ସୁରବାୟା ଟିମ୍ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା।