Advertisment

ଇରାନର ୩ଟି ପରମାଣୁ ଘାଟି ଉପରେ ବୋମାମାଡ଼ କଲା ଆମେରିକା

ଇରାନର ୩ଟି ପରମାଣୁ ଘାଟି ଉପରେ ବୋମାମାଡ଼ କଲା ଆମେରିକା । ଇରାନର ଫୋର୍ଡୋ, ନାଟାଞ୍ଜ ଓ ଇସଫାହାନ ପରମାଣୁ ଘାଟି ଧ୍ୱଂସ । ବଙ୍କର ବଷ୍ଟର ବୋମା ସହ ଗୁପ୍ତ ବୋମାବାହୀ ବିମାନରେ ଆକ୍ରମଣ କଲା ଆମେରିକା । ଇରାନର ପରମାଣୁ କ୍ଷମତା ପଙ୍ଗୁ କରିବା ଲକ୍ଷ୍ୟରେ ଆମେରିକା କରିଛି ବଡ଼ ଆକ୍ରମଣ । ଆକ୍ରମଣ ନେଇ ସୋସିଆଲ୍ ମିଡ଼ିଆ 'ଏକ୍ସ\'ରେ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।

author-image
Sujit kumar Swain
ଅଦ୍ୟତନ ହୋଇଛି

ଇରାନର ୩ଟି ପରମାଣୁ ଘାଟି ଉପରେ ବୋମାମାଡ଼ କଲା ଆମେରିକା । ଇରାନର ଫୋର୍ଡୋ, ନାଟାଞ୍ଜ ଓ ଇସଫାହାନ ପରମାଣୁ ଘାଟି ଧ୍ୱଂସ । ବଙ୍କର ବଷ୍ଟର ବୋମା ସହ ଗୁପ୍ତ ବୋମାବାହୀ ବିମାନରେ ଆକ୍ରମଣ କଲା ଆମେରିକା । ଇରାନର ପରମାଣୁ କ୍ଷମତା ପଙ୍ଗୁ କରିବା ଲକ୍ଷ୍ୟରେ ଆମେରିକା କରିଛି ବଡ଼ ଆକ୍ରମଣ । ଆକ୍ରମଣ ନେଇ ସୋସିଆଲ୍ ମିଡ଼ିଆ 'ଏକ୍ସ'ରେ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।

Advertisment
US Airstrike
Advertisment
Advertisment