ଅଦ୍ୟତନ ହୋଇଛି
Major U.S. Airstrike Hits Iran’s Fordow, Natanz & Esfahan Nuclear Sites
Advertisment
ଇରାନର ୩ଟି ପରମାଣୁ ଘାଟି ଉପରେ ବୋମାମାଡ଼ କଲା ଆମେରିକା । ଇରାନର ଫୋର୍ଡୋ, ନାଟାଞ୍ଜ ଓ ଇସଫାହାନ ପରମାଣୁ ଘାଟି ଧ୍ୱଂସ । ବଙ୍କର ବଷ୍ଟର ବୋମା ସହ ଗୁପ୍ତ ବୋମାବାହୀ ବିମାନରେ ଆକ୍ରମଣ କଲା ଆମେରିକା । ଇରାନର ପରମାଣୁ କ୍ଷମତା ପଙ୍ଗୁ କରିବା ଲକ୍ଷ୍ୟରେ ଆମେରିକା କରିଛି ବଡ଼ ଆକ୍ରମଣ । ଆକ୍ରମଣ ନେଇ ସୋସିଆଲ୍ ମିଡ଼ିଆ 'ଏକ୍ସ'ରେ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us