iran
ଇରାନର ବନ୍ଦର ଅବ୍ବାସ ସହରର ଶାହିଦ ରଜାଈ ବନ୍ଦରରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି, ଯେଉଁଥିରେ ପ୍ରାୟ ୨୮୧ ଜଣ ଲୋକ ଆହତ ହୋଇଛନ୍ତି । ଏହି ବିସ୍ଫୋରଣ ବନ୍ଦରରେ ଥିବା କଣ୍ଟେନର ଡିପୋରେ ଘଟିଥିବା ଜଣାପଡ଼ିଛି। ବିସ୍ଫୋରଣରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଥିଲା । ସ୍ଥାନୀୟ ଗଣମାଧ୍ୟମ ଅନୁସାରେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)