Advertisment

Iran explosion impacts nuclear talk: ଇରାନରେ ଭୟଙ୍କର ବିସ୍ଫୋରଣ

ଇରାନର ବନ୍ଦର ଅବ୍ବାସ ସହରର ଶାହିଦ ରଜାଈ ବନ୍ଦରରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି, ଯେଉଁଥିରେ ପ୍ରାୟ ୨୮୧ ଜଣ ଲୋକ ଆହତ ହୋଇଛନ୍ତି । ଏହି ବିସ୍ଫୋରଣ ବନ୍ଦରରେ ଥିବା କଣ୍ଟେନର ଡିପୋରେ ଘଟିଥିବା ଜଣାପଡ଼ିଛି। ବିସ୍ଫୋରଣରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଥିଲା । ସ୍ଥାନୀୟ ଗଣମାଧ୍ୟମ ଅନୁସାରେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

International News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ