Advertisment

୨୩ ଦିନରେ ଋଷ-ୟୁକ୍ରେନ୍ ଯୁଦ୍ଧ

ସହର କହିଲେ ଭାଙ୍ଗିରୁଜି ଯାଇଥିବା ଦରପୋଡ଼ା କୋଠା, ଥୁଣ୍ଟା ଗଛ, ଖାଁଖାଁ ପରିବେଶ, ଆଉ ଏଣେତେଣେ ପଳାଉଥିବା ଭିତତ୍ରସ୍ତ ଲୋକ। ଇଏ ୟୁକ୍ରେନ୍‌ର ଦକ୍ଷିଣ ପୂର୍ବରେ ଥିବା ପ୍ରମୁଖ ବନ୍ଦର ନଗରୀ ମାରିଉପୋଲର ଦୃଶ୍ୟ।

author-image
Otv Khabar Bureau

ସହର କହିଲେ ଭାଙ୍ଗିରୁଜି ଯାଇଥିବା ଦରପୋଡ଼ା କୋଠା, ଥୁଣ୍ଟା ଗଛ, ଖାଁଖାଁ ପରିବେଶ, ଆଉ ଏଣେତେଣେ ପଳାଉଥିବା ଭିତତ୍ରସ୍ତ ଲୋକ। ଇଏ ୟୁକ୍ରେନ୍‌ର ଦକ୍ଷିଣ ପୂର୍ବରେ ଥିବା ପ୍ରମୁଖ ବନ୍ଦର ନଗରୀ ମାରିଉପୋଲର ଦୃଶ୍ୟ।

Advertisment
Ukranian Prez Russian-Ukraine War
Advertisment
Advertisment