ପୁଟିନ୍‌ଙ୍କ ଟାଇଟ୍‌ ସିକ୍ୟୁରିଟି। ଗସ୍ତ ପୂର୍ବରୁ ସାମ୍ନାରେ ଯାଏ ଅସ୍ତ୍ରଶସ୍ତ୍ରର ସ୍ୱତନ୍ତ୍ର ଗାଡ଼ି, ଲୁଚିକି ରୁହନ୍ତି ସୁରକ୍ଷାକର୍ମୀ। ରହିବା ସ୍ଥାନରେ ବନ୍ଦ ରହେ ମୋବାଇଲ ଫୋନ୍‌। ଖାଇବା ପୂର୍ବରୁ ୪ ଥର ଖାଇବା ଚାଖନ୍ତି ଖାଦ୍ୟ ବିଶେଷଜ୍ଞ...ଦିନରାତି ଘେରି ରହିଥାଆନ୍ତି ୪ ସ୍ତରୀୟ ସୁରକ୍ଷାକର୍ମୀ