Volodymyr Zelenskyy
ଆକ୍ରମଣର ୧୯ ଦିନରେ ଆହୁରି ତୀବ୍ର ହୋଇଛି ଋଷର ମିଶନ୍ କିଭ୍ । ବିମାନ ଫ୍ୟାକ୍ଟ୍ରିଠୁ ଆରମ୍ଭ କରି ଜନବସତି ଅଞ୍ଚଳର ଆପାର୍ଟମେଣ୍ଟ ଯାଏଁ, ୟୁକ୍ରେନ୍ କ୍ୟାପିଟାଲ୍ ସିଟିର ଗୋଟିକ ପରେ ଗୋଟିଏ ଭିତ୍ତିଭୂମି ଋଷୀୟ ଆକ୍ରମଣ ପରେ ଧ୍ୱଂସସ୍ତୁପରେ ପରିଣତ ହେଉଛି । ତେଣେ ମାରିଉପୋଲରେ ଋଷ ସେନା ୨୫ ଶହ ସାଧାରଣ ଲୋକଙ୍କ ଜୀବନ ନେଇଥିବା ୟୁକ୍ରେନ୍ ଦାବି କରିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)