ଆକ୍ରମଣର ୧୯ ଦିନରେ ଆହୁରି ତୀବ୍ର ହୋଇଛି ଋଷର ମିଶନ୍ କିଭ୍ । ବିମାନ ଫ୍ୟାକ୍ଟ୍ରିଠୁ ଆରମ୍ଭ କରି ଜନବସତି ଅଞ୍ଚଳର ଆପାର୍ଟମେଣ୍ଟ ଯାଏଁ, ୟୁକ୍ରେନ୍ କ୍ୟାପିଟାଲ୍ ସିଟିର ଗୋଟିକ ପରେ ଗୋଟିଏ ଭିତ୍ତିଭୂମି ଋଷୀୟ ଆକ୍ରମଣ ପରେ ଧ୍ୱଂସସ୍ତୁପରେ ପରିଣତ ହେଉଛି । ତେଣେ ମାରିଉପୋଲରେ ଋଷ ସେନା ୨୫ ଶହ ସାଧାରଣ ଲୋକଙ୍କ ଜୀବନ ନେଇଥିବା ୟୁକ୍ରେନ୍ ଦାବି କରିଛି ।
Published: Satyendu Shekher Mishra
Last updated: 14 March 2022, 09:49 PM IST
ପଦ ଯିବା ପରେ ଶେଖ ହସିନା ଓ ତାଙ୍କ ଭଉଣୀ ରେହାନା ଯଦି ଆଉ ମାତ୍ର ୨୦-୨୫ ମିନିଟ୍ ବାଂଲାଦେଶରେ ରହିଥାନ୍ତେ ତେବେ ନିଶ୍ଚିତ ଭାବରେ ଷଡ଼ଯନ୍ତ୍ରର ଶିକାର ହୋଇ ମୃତ୍ୟୁବରଣ କରିଥାନ୍ତେ । ଏହାକୁ ନେଇ ବଡ଼ ଖୁଲାସା କରିଛନ୍ତି ଶେଖ ହସିନା।