କେବେ ଘଟିବ ଋଷିଆ-ୟୁକ୍ରେନ ଯୁଦ୍ଧର ଅନ୍ତ । କେବେ ଆଶ୍ୱସ୍ତି ପାଇବେ ଯୁଦ୍ଧ ଘନଘଟାରେ ଫସିଥିବା ଲକ୍ଷ ଲକ୍ଷ ନିରୀହ ନାଗରିକ । ବାରମ୍ବାର ଆଲୋଚନା ସତ୍ତ୍ୱେ ଦୁଇ ପକ୍ଷ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରୁନଥିବା ବେଳେ, ଅର୍ଥସଙ୍ଗତ ଆଲୋଚନା ଉପରେ ଗୁରୁତ୍ୱ ଦେଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଜେଲେନ୍ସ୍କି । ତେଣେ ୟୁକ୍ରେନ ମୁଣ୍ଡ ନୁଆଁଉ ନଥିବାରୁ ଅଧିକ ଆକ୍ରମଣାତ୍ମକ ହୋଇଛନ୍ତି ପୁଟିନ୍ ବିଧ୍ୱଂସକାରୀ ।
Published: Satyendu Shekher Mishra
Last updated: 20 March 2022, 08:18 PM IST
ପଦ ଯିବା ପରେ ଶେଖ ହସିନା ଓ ତାଙ୍କ ଭଉଣୀ ରେହାନା ଯଦି ଆଉ ମାତ୍ର ୨୦-୨୫ ମିନିଟ୍ ବାଂଲାଦେଶରେ ରହିଥାନ୍ତେ ତେବେ ନିଶ୍ଚିତ ଭାବରେ ଷଡ଼ଯନ୍ତ୍ରର ଶିକାର ହୋଇ ମୃତ୍ୟୁବରଣ କରିଥାନ୍ତେ । ଏହାକୁ ନେଇ ବଡ଼ ଖୁଲାସା କରିଛନ୍ତି ଶେଖ ହସିନା।