Advertisment

କେବେ ଆଶ୍ୱସ୍ତି ପାଇବେ ଯୁଦ୍ଧ ଘନଘଟାରେ ଫସିଥିବା ଲକ୍ଷ ଲକ୍ଷ ନିରୀହ ନାଗରିକ

କେବେ ଘଟିବ ଋଷିଆ-ୟୁକ୍ରେନ ଯୁଦ୍ଧର ଅନ୍ତ । କେବେ ଆଶ୍ୱସ୍ତି ପାଇବେ ଯୁଦ୍ଧ ଘନଘଟାରେ ଫସିଥିବା ଲକ୍ଷ ଲକ୍ଷ ନିରୀହ ନାଗରିକ । ବାରମ୍ବାର ଆଲୋଚନା ସତ୍ତ୍ୱେ ଦୁଇ ପକ୍ଷ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରୁନଥିବା ବେଳେ, ଅର୍ଥସଙ୍ଗତ ଆଲୋଚନା ଉପରେ ଗୁରୁତ୍ୱ ଦେଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଜେଲେନ୍‌ସ୍କି ।

Advertisment

କେବେ ଘଟିବ ଋଷିଆ-ୟୁକ୍ରେନ ଯୁଦ୍ଧର ଅନ୍ତ । କେବେ ଆଶ୍ୱସ୍ତି ପାଇବେ ଯୁଦ୍ଧ ଘନଘଟାରେ ଫସିଥିବା ଲକ୍ଷ ଲକ୍ଷ ନିରୀହ ନାଗରିକ । ବାରମ୍ବାର ଆଲୋଚନା ସତ୍ତ୍ୱେ ଦୁଇ ପକ୍ଷ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରୁନଥିବା ବେଳେ, ଅର୍ଥସଙ୍ଗତ ଆଲୋଚନା ଉପରେ ଗୁରୁତ୍ୱ ଦେଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଜେଲେନ୍‌ସ୍କି । ତେଣେ ୟୁକ୍ରେନ ମୁଣ୍ଡ ନୁଆଁଉ ନଥିବାରୁ ଅଧିକ ଆକ୍ରମଣାତ୍ମକ ହୋଇଛନ୍ତି ପୁଟିନ୍ ବିଧ୍ୱଂସକାରୀ ।

Advertisment
Ukraine Russia War Putin Zelensky
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ