ଇରାନର ସର୍ତ୍ତ, ଯୁଦ୍ଧ ସମାପ୍ତ
ଦୀର୍ଘ ୧୨ ଦିନର ସଂଘର୍ଷ ପରେ ଇରାନ-ଇସ୍ରାଇଲ୍ ସିସଫାୟାର ପାଇଁ ରାଜି ହୋଇଛନ୍ତି। ଏନେଇ ନିଜ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସୋମବାର ସେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଆଲୋଚନା ମାଧ୍ୟମରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିଥିଲେ। ସେପଟେ ଉପରାଷ୍ଟ୍ରପତି ଜେଡି ଭାନ୍ସ ଓ ତାଙ୍କ ଟିମ୍ ଏନେଇ ତେହେରାନ ସହିତ ଆଲୋଚନା କରିଥିଲେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)