୭ ହଜାର ୩୯ ଓଡିଶା ସିଭିଲ ସର୍ଭିସ ଆଶାୟୀ ଦେଇପାରିବେ ନାହିଁ ପ୍ରିଲିମ ପରୀକ୍ଷା । ଛୋଟିଆ ତ୍ରୁଟି ପାଇଁ ଆବେଦନକୁ ନାକଚ କଲା ଓଡିଶା ପବ୍ଲିକ୍ ସର୍ଭିସ କମିଶନ ବା ଓପିଏସ୍ସି । ଦରଖାସ୍ତ ନାକଚ୍ର କାରଣ ମଧ୍ୟ ଉଲ୍ଲେଖ କରିଛନ୍ତି କମିଶନ । ଆବେନରେ ତ୍ରୁଟି ଯୋଗୁଁ ଏକକାଳୀନ ଏତେ ସଂଖ୍ୟକ ଆବେଦନକାରୀଙ୍କ ଦରଖାସ୍ତ ନାକଚ କରିଦେଇଛି ଓପିଏସ୍ସି । ଯାହାକୁ ନେଇ ବର୍ତ୍ତମାନ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି ।
Published: Satyendu Shekher Mishra
Last updated: 13 July 2022, 08:36 PM IST
ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି।