OPSC
୭ ହଜାର ୩୯ ଓଡିଶା ସିଭିଲ ସର୍ଭିସ ଆଶାୟୀ ଦେଇପାରିବେ ନାହିଁ ପ୍ରିଲିମ ପରୀକ୍ଷା । ଛୋଟିଆ ତ୍ରୁଟି ପାଇଁ ଆବେଦନକୁ ନାକଚ କଲା ଓଡିଶା ପବ୍ଲିକ୍ ସର୍ଭିସ କମିଶନ ବା ଓପିଏସ୍ସି । ଦରଖାସ୍ତ ନାକଚ୍ର କାରଣ ମଧ୍ୟ ଉଲ୍ଲେଖ କରିଛନ୍ତି କମିଶନ । ଆବେନରେ ତ୍ରୁଟି ଯୋଗୁଁ ଏକକାଳୀନ ଏତେ ସଂଖ୍ୟକ ଆବେଦନକାରୀଙ୍କ ଦରଖାସ୍ତ ନାକଚ କରିଦେଇଛି ଓପିଏସ୍ସି । ଯାହାକୁ ନେଇ ବର୍ତ୍ତମାନ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)