ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିମ୍ନ ଅଦାଲତରେ ଜାମିନ ଖାରଜ ହେବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଅଗ୍ରାହ୍ୟ କରିବା ସହ ନିମ୍ନ ଅଦାଲତରେ ଆବେଦନ ଲାଗି କହିଥିଲେ।
Published: Otv Khabar Bureau
Last updated: 12 October 2021, 06:54 PM IST
ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ମୃତ୍ୟୁ ଘଟଣାରେ ଆସିଲା ଡାକ୍ତରୀ ରିପୋର୍ଟ। ଶ୍ୱାସରୁଦ୍ଧ କାରଣରୁ ମନୀଷଙ୍କ ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟର ପ୍ରାଥମିକ ତଥ୍ୟ ଅନୁସାରେ ସୂଚନା ମିଳିଛି।