Konark Temple
ବାଲିରୁ ମୁକ୍ତ ହେବ ଐତିହାସିକ ବ୍ଲାକ୍ ପାଗୋଡ଼ା । ଦଶନ୍ଧି ଦଶନ୍ଧି ଧରି ଆପଣ ଦେଖି ଆସୁଥିବା କୋଣାର୍କ ସୂର୍ଯ୍ୟମନ୍ଦିରର ବଦଳିବ ରୂପରେଖ । ଦୀର୍ଘ ୧୧୯ ବର୍ଷ ପରେ ଏହି ବିଶ୍ୱ କୀର୍ତ୍ତିରାଜିରୁ କଢ଼ାଯିବ ବାଲି । ସେଥିପାଇଁ ଏ ଆୟୋଜନ । ଧୂପ, ଦୀପ ସହ ଭୂମିପୂଜନ କରି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା-ଏଏସ୍ଆଇ ଆରମ୍ଭ କରିଛି ବାଲି ନିଷ୍କାସନ ପ୍ରକ୍ରିୟା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)