Advertisment

ପାଣିରେ ପଡ଼ିଲା କୋଟି କୋଟି ଟଙ୍କା: ରାସ୍ତା କଡ଼ରେ ଖତ ଖାଉଛି “ମୋ ସାଇକେଲ”

ରାଜଧାନୀରେ ବାଟବଣା ହୋଇଛି କି ବିଏମ୍ସିର ମୋ ସାଇକେଲ ଯୋଜନା ? ଗୋଟିଏ ପଟେ ରାସ୍ତା କଡ଼ରେ ବିନା ବ୍ୟବହାରରେ ଛିଡ଼ା ହୋଇଥିବା ଶହ ଶହ ସାଇକେଲ, ବାସ୍ତବ ସ୍ଥିତି ବଖାଣୁଥିବାବେଳେ ଏପଟେ କାବଡ଼ି ଖାନାକୁ ସ୍କ୍ରାପିଂ ପାଇଁ ଗଲାଣି ଶହ ଶହ ସାଇକେଲ।

Advertisment
Bhubaneswar OdishaNews BMC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ