""
ବିବିଧ Videos ସାପ କାମୁଡ଼ିବା ପରେ ଯନ୍ତ୍ରଣାରେ ବିତୁଛି କୁନି ଝିଅର ଜୀବନ ଏକ ନାଗସାପ ଓ ୯ ବର୍ଷିୟା କୁନିଝିଅର ଯନ୍ତ୍ରଣାର କାହାଣୀ ଶୁଣିଲେ ଆପଣ ବି ଅତ୍ୟନ୍ତ ଦୁଃଖିତ ହେବେ। ପ୍ରାୟ ମାସେ ତଳେ ସର୍ପ ଦଂଶନର ଶିକାର ହୋଇଥିଲା ନବରଙ୍ଗପୁର ବାଲିଝର ଗାଁର ୯ ବର୍ଷର ଝିଅ ମଞ୍ଜୁଳା। ପରିବାର ପାଖରେ ଝିଅର ଚିକିତ୍ସା ପାଇଁ ସମ୍ବଳ ନଥିବାରୁ ମାସେ ହେଲା ସେମିତି ଯନ୍ତ୍ରଣାରେ ଛଟପଟ ହେଉଛି କୁନିଝିଅ 13 Jul 2021 22:27 ISTSarbeswar Follow UsSnakeAdvertisment Read More Odisha News Nabarangpur Cobra Snake