11 people get infected to deadly Scrub Typhus disease in Sundergarh
Advertisment
ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୧୧ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ। ଜିଲ୍ଲାରେ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗୋଟିଏ ଦିନରେ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ରହିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us