Advertisment

କୋହ ସମ୍ଭାଳି ପାରିଲେନି କୌପିନଧାରୀ ଅଲେଖ ସନ୍ୟାସୀ

ଖଣ୍ଡ ଖଣ୍ଡ ହୋଇ ମାଟିରେ ମିଶୁଛି ଅଖଣ୍ଡ ବତୀ ମନ୍ଦିର। ବୁଲଡୋଜର ଆଞ୍ଚୁଡ଼ାରେ ଧୂଳିସାତ୍ ହେଉଛି ଧୂନି ଘର। ବିଶ୍ୱ ପ୍ରସିଦ୍ଧ ଢେଙ୍କାନାଳ ଜିଲ୍ଲା ର ଯୋରନ୍ଦା ଆଶ୍ରମରେ ଧରାଶାୟୀ ହୋଇଛି କୌପିନଧାରୀ ମହିମା ସନ୍ୟାସୀଙ୍କ ତପସ୍ୟାର ସ୍ଥଳୀ

author-image
Sarbeswar

ଖଣ୍ଡ ଖଣ୍ଡ ହୋଇ ମାଟିରେ ମିଶୁଛି ଅଖଣ୍ଡ ବତୀ ମନ୍ଦିର। ବୁଲଡୋଜର ଆଞ୍ଚୁଡ଼ାରେ ଧୂଳିସାତ୍ ହେଉଛି ଧୂନି ଘର। ବିଶ୍ୱ ପ୍ରସିଦ୍ଧ ଢେଙ୍କାନାଳ ଜିଲ୍ଲା ର ଯୋରନ୍ଦା ଆଶ୍ରମରେ ଧରାଶାୟୀ ହୋଇଛି କୌପିନଧାରୀ ମହିମା ସନ୍ୟାସୀଙ୍କ ତପସ୍ୟାର ସ୍ଥଳୀ

Advertisment
Odisha Dhenkanal Demolition Drive
Advertisment
Advertisment