କୁନି ଝିଅ ଦିବ୍ୟାଂଶୀକୁ ବୟସ ମାତ୍ର ଦୁଇବର୍ଷ ୯ମାସ। ସ୍ପଷ୍ଟ ଭାବରେ କଥା କହି ପାରୁନଥିଲେ ମଧ୍ୟ ସେ ଇଣ୍ଡିଆ ବୁକ୍ ଅଫ ରେକର୍ଡସରେ ସ୍ଥାନ ପାଇଛନ୍ତି। ଏତେ କମ ବୟସରେ ଦିବ୍ୟାଂଶୀକୁ ଅନର୍ଗଳ ଇଂରାଜୀ କହିବା ସହ ଭାରତର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ରାଜଧାନୀର ନାମକୁ ନିର୍ଭୁଲ ଭାବରେ କହୁଛନ୍ତି।
Published: Pallipuspa Samal
Last updated: 21 May 2022, 11:39 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।