ସଙ୍ଗୀନ ଜଗତକୁ ଶକ୍ତ ଝଟ୍କା। ମାତ୍ର ୭ ଦିନରେ ଚାଲିଗଲେ ୩ ସେଲିବ୍ରିଟି...ଜାଣନ୍ତୁ କେବେ କିଏ ବୁଜିଛନ୍ତି ଆଖି....
Published: Pallipuspa Samal
Last updated: 02 June 2022, 02:27 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।