ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥଗ୍ରହଣ କରିଛନ୍ତି ଜଷ୍ଟିସ ମୃଗାଙ୍କ ଶେଖର ସାହୁ, ରାଧାକୃଷ୍ଣ ପଟ୍ଟନାୟକ ଏବଂ ଶଶିକାନ୍ତ ମିଶ୍ର । ହାଇକୋର୍ଟ ନୂଆ କନଫରେନ୍ସ ହଲରେ ଏହି ଶପଥଗ୍ରହଣ ଉତ୍ସବର ଆୟୋଜନ ହୋଇଛି । ହାଇକୋର୍ଟ ମୁଖ୍ୟବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ୩ ବିଚାରପତିଙ୍କୁ ଶପଥପାଠ କରାଇବେ ।