ମହାଯୁଦ୍ଧକୁ ନେଇ ରିପୋର୍ଟିଂ କରୁଥିଲେ ମହିଳା ସାମ୍ବାଦିକ। ଭିଡ଼ିଓରେ ଉପସ୍ଥାପନା ଶୈଳୀ ଦେଖି ଫିଦା ହୋଇଗଲେ IPS ଅରୁଣ ବୋଥ୍ରା। ଟ୍ୱିଟ୍ର ପେଜ୍ରେ ସେୟାର କଲେ ଭିଡ଼ିଓ। କହିଲେ, ଅନେକ ବର୍ଷ ହେଲା ଟିଭି ଦେଖିବା ଛାଡି ଦେଇଥିଲି...ପୁଣି ଥରେ ଏଇ ଭିଡ଼ିଓ ପାଇଁ ଟିଭି ଦେଖିବା ଆରମ୍ଭ କରିବି....ଆପଣ ବି ଦେଖିନିଅନ୍ତୁ ଏହି ଭିଡ଼ିଓ
Published: Pallipuspa Samal
Last updated: 20 April 2022, 08:40 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।