୪ ପିଲାଙ୍କୁ ନେଇ ଗର୍ବିତ ହେଲେ ବାପା। ଏକା ସାଙ୍ଗରେ ତିନିଜଣ ପାଇଲେ ଆଇଏଏସ୍ ଜଣେ ପାଇଲେ ଆଇପିଏସ୍ । ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଏଇ ପରିବାରର ଫଟୋ...
Published: Pallipuspa Samal
Last updated: 31 July 2022, 01:46 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।