""
ବିବିଧ Videos ପୋଡ଼ି ହୋଇ ବନ ସଂରକ୍ଷକଙ୍କ ମୃତ୍ୟୁ ଘଟଣାରେ ବଢ଼ୁଛି ସନ୍ଦେହ, ପତ୍ନୀଙ୍କୁ ପରିବାରର ଆଙ୍ଗୁଳି ନିର୍ଦ୍ଦେଶ ସନ୍ଦେହ ଘେରରେ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ । ଗତକାଲି ରାତିରେ ସରକାରୀ ବାସଭବନରେ ପତ୍ନୀଙ୍କ ସହ ଥିବା ବେଳେ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇପଡ଼ିଥିବା ସୌମ୍ୟରଞ୍ଜନଙ୍କ ଆଜି କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି 13 Jul 2021 22:26 ISTSarbeswar Follow UsACFO In Odisha Dies Of Burn Injuries, Family Accuses Wife Of MurderAdvertisment Read More Odisha Acfo