ତେବେ ଚତୁର୍ଥ ଦିନରେ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । ଆଜି ବି ରାଜରାସ୍ତାରେ ବସି ରହିଥିଲେ ହଜାର ହଜାର ଶିକ୍ଷକ । ଆନ୍ଦୋଳନ ସ୍ଥଗିତ ରଖିବାକୁ ପ୍ରାଥମିକ ଶିକ୍ଷକ ସଂଘ ନିଷ୍ପତ୍ତି ନେଇଛି ।
Published: Sarbeswar
Last updated: 30 November 2022, 09:55 PM IST
ସମୟ ସକାଳ ପ୍ରାୟ ୧୦ଟା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ସୁରକ୍ଷା ବଳରେ କୋର୍ଟକୁ ଆସୁଥିଲେ ବିଚାରପତି । କିନ୍ତୁ ଓକିଲଙ୍କ ସମେତ ବିଭିନ୍ନ ସଂଗଠନ ସଦସ୍ୟ ସାଜିଥିଲେ ପ୍ରତିବନ୍ଧକ । ଆନ୍ଦୋଳନକାରୀଙ୍କୁ ବୁଝାଇଥିଲେ ଅତିରିକ୍ତ ଏସପି ଓ ଏସ୍ଡିପିଓ ।