ବାପା ଚାଲିଗଲେ, ମାଆଙ୍କୁ ଲିଭର ସିରୋସିସ୍ ରୋଗ । ଯାହା ଯେତିକି ଟଙ୍କା ଥିଲା ସେତିକିରେ କଷ୍ଟରେ ଚଳୁଥିଲା ପରିବାର । ଏବେ ଡାକ୍ତର କହୁଛନ୍ତି ଚିକିତ୍ସା ଲାଗି ଦରକାର ଅଧିକ ଟଙ୍କା । ଏମିତି ସ୍ଥିତିରେ ମାଆ କହୁଛି ମୋର କିଛି ହେଲେ ମୋ ପିଲାଙ୍କ ଦାୟିତ୍ୱ ନେବ କିଏ?
Published By: Pallipuspa Samal
Last updated: 17 June 2023, 12:30 PM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।