Last updated: 30 June 2023, 11:03 AM IST
ଓଡ଼ିଶା ସୀମାନ୍ତ ଗାଁଗୁଡ଼ିକ ଉପରେ ଆନ୍ଧ୍ରର ଲୋଲୁପ ଦୃଷ୍ଟି.. ଆଧାର କାର୍ଡ, ରାସନ୍ କାର୍ଡ, ଭୋଟର କାର୍ଡ, ଭତ୍ତା, ଆବାସ ଟଙ୍କା, ବିଦ୍ୟୁତ ଓ ପାନୀୟ ଜଳ ଭଳି ଅନେକ ସହାୟତା ପ୍ରଦାନ କରି ଲୋକଙ୍କୁ ଆକୃଷ୍ଟ କରୁଛି ଆନ୍ଧ୍ର ସରକାର.. ଏପରିକି କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାର ଲୋକଙ୍କୁ ଘର ଯୋଗାଇ ଦେଇ ନିଜର ଅଧିକାର ସାବ୍ୟସ୍ତ କରୁଛି..