kotia
ଓଡ଼ିଶାରେ ପଶି ଆନ୍ଧ୍ରର ନୂଆ ଦାଦାଗିରି । ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ହକ୍ ଜାହିର କରିବାକୁ ପ୍ରୟାସ । କୋଟିଆ ପଞ୍ଚାୟତର ଉପର ସେମ୍ବିର ଅଙ୍ଗନବାଡ଼ି କେନ୍ଦ୍ର କାନ୍ଥରେ ଅଣୁ ଜଳବିଭାଜିକା ପ୍ରକଳ୍ପର ମାନଚିତ୍ର ଆଙ୍କି ବିବରଣୀ ପ୍ରଦାନ କରିଛନ୍ତି ଆନ୍ଧ୍ର ସରକାର । ସେହିପରି ଫଗୁଣସିନେରୀରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)