Anubhav-Varsha marital discord
ଖୁବ୍ଶୀଘ୍ର ଆଲଗା ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରୀୟଦର୍ଶିନୀ । ବିଜେଡି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଜୁଲାଇ ୩୧ରେ ବର୍ଷାଙ୍କ ଚୂଡ଼ାନ୍ତ ସାକ୍ଷ୍ୟ ଗ୍ରହଣ ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ସାକ୍ଷ୍ୟ ଗ୍ରହଣର ୩ ମାସ ମଧ୍ୟରେ ମାମଲାରେ ପୂର୍ଣ୍ଣଚ୍ଛେଦ ଲାଗି ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶ ରହିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)