Advertisment

ବର୍ଷାଙ୍କ ସ୍ପାଉସ୍ କାର୍ଡ ପ୍ରତ୍ୟାହାର ସଂପର୍କରେ ହାଇକୋର୍ଟଙ୍କ ରହିତାଦେଶ

ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲା। ବର୍ଷାଙ୍କ ସ୍ପାଉସ୍ କାର୍ଡ ପ୍ରତ୍ୟାହାର ସଂପର୍କରେ ହାଇକୋର୍ଟଙ୍କ ରହିତାଦେଶ ସହ ୩ ଜଣଙ୍କୁ ଜବାବ ରଖିବାକୁ କୋର୍ଟ ନୋଟିସ କରିଛନ୍ତି। ପାର୍ଲାମେଣ୍ଟ ମହାସଚିବ, ଉପନିର୍ଦ୍ଦେଶକ ଏବଂ ସାଂସଦ ଅନୁଭବଙ୍କୁ ନୋଟିସ ହୋଇଛି। ମାର୍ଚ୍ଚ ୧୫ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ।

Anubhav Varsha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ