Apana Eka Nuhanti
Advertisment
ମନର କଥା କହୁଛି କଲମ। ପାଟିରେ ପାଇପ୍ ଲାଗିଛି, ନିଜର ବେଦନାକୁ କଲମରେ ପରିପ୍ରକାଶ କରୁଛନ୍ତି। କାରଣ ଦାନ୍ତ ରୁଟ୍ କେନାଲ କରିବାକୁ ଡାକ୍ତରଖାନା ଯାଇଥିଲେ, ହେଲେ କ୍ୟାନସର ରୋଗ ନେଇକି ଆସିଲେ। କଥା ତ କହିପାରୁନାହାନ୍ତି....ରୋଗ ଭଲ କରିବାକୁ ଯାଇ ପାଞ୍ଚ ପାଞ୍ଚ ଥର ଅପରେସନ୍ କଲେଣି ସତ ହେଲେ କିଛି ଲାଭ ମିଳୁନି...ଏବେ ସାହାଯ୍ୟ ଅପେକ୍ଷାରେ ସୂର୍ଯ୍ୟ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us