Advertisment

“ସ୍ୱାମୀ ରୋଗରେ ପଡିବା ପରେ ସେ ବି ମୋର ପିଲା”

ସ୍ୱାମୀ ବିଛଣାରେ, ସ୍ତ୍ରୀ ଦୋକାନ କରି ପରିବାର ଚଳାଉଛି। ଦୁଇଟି କିଡନୀ ନଷ୍ଟ ହେବା ପରେ ନୂଆ କିଡନୀ ପ୍ରତିରୋପଣ ପାଇଁ ଆଶା ତ ଅଛି, ହେଲେ ଅର୍ଥ ସାଜିଛି ବାଧକ। ରୋଗୀଣା ସ୍ୱାମୀର ଦିନ ରାତି ସେବା କରୁଛି, କାନ୍ଦି କାନ୍ଦି ଦୁଃଖ କହୁଛି...କଣ କରିବି ମୁଁ ଜାଣିପାରୁନି..

author-image
Manoranjan Behera