କଲେଜ୍ରେ ପାଠ ପଢୁ ପଢୁ ମାଡ଼ିବସିଲା ରୋଗ। ବିଛଣାରେ ଶଯ୍ୟାଶାୟୀ ନରେଶ...ବାପା-ମାଆ ଦିନରେ କାମକୁ ଗଲେ ରାତିରେ ଘରେ ଚୁଲି ଜଳେ...ଆଉ ଭେଣ୍ଡିଆ ପୁଅର ଏ ଅବସ୍ଥା ଦେଖି କାନ୍ଦିକାନ୍ଦି ନୟାନ୍ତ ହେଲେଣି ବାପା-ମାଆ। କେମିତି ପୁଅର ଚିକିତ୍ସା ହେବ ସେନେଇ ଚିନ୍ତାରେ ପୂରା ପରିବାର
Published: Pallipuspa Samal
Last updated: 17 March 2022, 11:31 AM IST
ଅତ୍ୟାଚାରର ସବୁ ସୀମା ଟପିଲା ପୁଅ । ଗଛ ମୂଳେ ବସିଛନ୍ତି ବାପା-ମାଆ। ଘରକୁ ପସିବା ମାତ୍ରେ ଦୂରରୁ ପନିକି ଫୋପାଡ଼ୁଛନ୍ତି ପୁଅ ବୋହୂ। ଶିଡ଼ି ଲଗାଇ ପାଚେରୀ ଡେଇଁ ଘରୁ ବାହାରୁଛନ୍ତି ବୃଦ୍ଧ ଦମ୍ପତି। ଅତ୍ୟାଚାରରେ ଅତିଷ୍ଠ ହୋଇ ଏବେ କାନ୍ଦୁଛନ୍ତି ବାପା-ମାଆ