Arindam, We Miss You
ଚାହୁଁ ଚାହୁଁ ବର୍ଷଟେ ବିତିଗଲା । ଅଫେରା ରାଇଜକୁ ଚାଲିଯାଇଥିବା ଲୋକଟି ଆଜି ବି ମନରେ ସେମିତି ନିଜ ଜାଗାରେ ସତେଜ ସ୍ମୃତିଟିଏ ହୋଇ ରହିଛି । ଚିଫ୍ ରିପୋର୍ଟର ସ୍ୱର୍ଗତଃ ଅରିନ୍ଦମ ଦାସଙ୍କର ଆଜି ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ମନେ ପକାଉଛନ୍ତି ସାରା ଓଡ଼ିଶାବାସୀ, ପୂରା ଓଟିଭି ଫ୍ଲୋର୍। ଯିଏ ତାଙ୍କ ରିପୋର୍ଟିଂର ଦିୱାନା ସେମାନେ ଆଜି ବି ସ୍କ୍ରିନ୍ରେ ଖୋଜୁଛନ୍ତି ଅରିନ୍ଦମଙ୍କୁ । ସମସ୍ତଙ୍କ ମୁହଁରେ ଗୋଟିଏ କଥା ‘ଆପଣ ସବୁବେଳେ ମନେ ରହିବେ ଅରିନ୍ଦମ ଭାଇ ।’
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)