IAS Officers Property
IAS ବାବୁଙ୍କ ସମ୍ପତ୍ତି କେତେ ? କେତେ ରହିଛି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ? ନା କେହି ତଥ୍ୟ ରଖୁଛନ୍ତି ନା ମିଳିପାରୁଛି ସ୍ପଷ୍ଟ ସୂଚନା । ଆମେ ଆପଣଙ୍କୁ ମନେ ପକାଇ ଦେଉଛୁ ଯେ, ୨୦୨୦ରେ ମୁଖ୍ୟମନ୍ତ୍ରୀ ଏକ ଟ୍ୱିଟ୍ କରିଥିଲେ । ଯେଉଁଥିରେ କୁହାଯାଇଥିଲା ସରପଞ୍ଚଙ୍କଠୁ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ଯାଏଁ ସର୍ବସାଧାରଣରେ ପ୍ରକାଶ କରିବେ ସମ୍ପତ୍ତି ତାଲିକା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)