କୁନି ପୁଅକୁ କୋଳରେ ଧରି ସ୍ୱାମୀଙ୍କୁ ଖୋଜୁଛନ୍ତି ସ୍ତ୍ରୀ । କୁନି ପୁଅକୁ ଧରି ଜଙ୍ଗଲ ଭିତରେ ବୁଲୁଛନ୍ତି ଇଂଜିନିୟରଙ୍କ ପତ୍ନୀ। ଶୁଣନ୍ତୁ ଏହାର ପୁରା ଘଟଣା ।
Published: Prangyan Parimita
Last updated: 14 November 2021, 09:02 AM IST
ସିନେମା ହଲକୁ ନେଇ ଆମ ସମସ୍ତଙ୍କର କିଛିନା କିଛି ଅନୁଭୂତି ରହିଛି। ହଲ୍ ଭିତରେ ବସି ସିନେମା ଦେଖିବାର ମଜା ଥିଲା ଅଲଗା। ଏବେ କିନ୍ତୁ ସ୍ଥିତି ବଦଳି ଯାଉଛି।