Bahanaga Train Tragedy
Advertisment
ବାହାନଗା ଦୁର୍ଘଟଣାକୁ ମାସେ ପୂରିଲାଣି । ସ୍ୱାମୀକୁ ହସ୍ତାନ୍ତର କରାଯାଉନି ସ୍ତ୍ରୀର ମୃତଦେହ । ଏମ୍ସ ଯାଇ ପୁଅ ଡିଏନଏ ଟେଷ୍ଟ ବି କରିକି ଆସିଲାଣି । ହେଲେ ଆଜିକାଲି କହୁଛନ୍ତି..ଶବ ପରିବାରକୁ ଦେଉନାହାନ୍ତି । ସ୍ଥିତି ଏମିତି ହେଲାଣି କାନ୍ଦି କାନ୍ଦି ଏବେ ଦିନ କାଟୁଛନ୍ତି ପୂରା ପରିବାର ଲୋକ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us