Advertisment

ଅଶାଳୀନ ପୋଷାକ ପରେ ଶ୍ରୀମନ୍ଦିରକୁ ପାନ-ଗୁଟ୍‌ଖା ବି ବ୍ୟାନ୍ ! ସେବାୟତଙ୍କ ପାଇଁ ମଧ୍ୟ ଲାଗୁ...

ଆଗେ ଅଶାଳୀନ ପୋଷାକ କଟକଣା । ତା ପଛକୁ ପାନ, ଗୁଟଖା ବ୍ୟାନ୍ । କଣ୍ଟ ସେଇ ନୂଆବର୍ଷ । ଶ୍ରୀମନ୍ଦିରର ପବିତ୍ରତା ଓ ଗାରିମା ଅକ୍ଷୁର୍ଣ୍ଣ ରଖିବା ଲକ୍ଷ୍ୟରେ ଶ୍ରୀମନ୍ଦିର ପ୍ରଶାସନ । ନେଇଛି ଆଉ ଏକ ବଡ଼ ପଦକ୍ଷେପ। ଭକ୍ତଙ୍କଠୁ ଆରମ୍ଭ କରି ସେବାୟତ ଓ ଶ୍ରୀମନ୍ଦିର କର୍ମଚାରୀ କାହାକୁ ବି ଛାଡ଼ ନାହିଁ । କେହି ପାନ କି ଗୁଟ୍‌ଖା ଖାଇ ଶ୍ରୀମନ୍ଦିର ପ୍ରବେଶ କରି ପାରିବେନି । ଏବେ ଦୁଇମାସ ସଚେତନ କରାଯିବ, ନୂଆବର୍ଷରୁ ନିୟମ ଲାଗୁ ହେବ। ଫାଇନ୍ ବ୍ୟବସ୍ଥା ବି କଡ଼ାକଡ଼ି ହେବ।

Jagannath Temple Lord Jagannath
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ