Advertisment

କେବେ ସ୍ୱାଭାବିକ ହେବ ସମ୍ବଲପୁର କୋର୍ଟ କାର୍ଯ୍ୟ ?

ସମ୍ବଲପୁର କୋର୍ଟରେ ନ୍ୟାୟିକ ଅଚଳାବସ୍ଥା ଦୂର ପାଇଁ ପ୍ରୟାସ। ୫୪ ଜଣଙ୍କୁ ଛାଡ଼ି ଅନ୍ୟ ଓକିଲଙ୍କ ଉପରୁ ପ୍ରତ୍ୟାହୃତ ହେଲା ଲାଇସେନ୍ସ। ନିଲମ୍ବନ କଟକଣା ବାର୍ କାଇନ୍ସିଲ୍ ଅଫ୍ ଇଣ୍ଡିଆ ପକ୍ଷରୁ ଜାରି ସାନି ନିର୍ଦ୍ଦେଶନାମା। ଯେଉଁଥିରେ ଦର୍ଶାଯାଇଛି ଯେ ୧୨ ତାରିଖରେ ସମ୍ବଲପୁର ବାର୍ ଆସୋସିଏସନ୍‌ର ସବୁ ସଦସ୍ୟଙ୍କ ଉପରେ ଲାଗିଥିବା ନିଲମ୍ବନ କଟକଣାକୁ ହଟାଇ ଦିଆଯାଇଛି। ହେଲେ ତିନିଟି ପର୍ଯ୍ୟାୟ ଯଥା, ୧୨(୨୯), ୧୩(୧୪) ଓ ୧୬(୧୧) ତାରିଖରେ ଆନ୍ଦୋଳନକାରୀ ଯେଉଁ ନିର୍ଦ୍ଦିଷ୍ଟ ୫୪ ଆଇନଜୀବୀଙ୍କ ଲାଇସେନ୍ସ ନିଲମ୍ବନ କରାଯାଇଥିଲା, ତାହା ବଳବତ୍ତର ରହିବ।

Advertisment

ସମ୍ବଲପୁର କୋର୍ଟରେ ନ୍ୟାୟିକ ଅଚଳାବସ୍ଥା ଦୂର ପାଇଁ ପ୍ରୟାସ। ୫୪ ଜଣଙ୍କୁ ଛାଡ଼ି ଅନ୍ୟ ଓକିଲଙ୍କ ଉପରୁ ପ୍ରତ୍ୟାହୃତ ହେଲା ଲାଇସେନ୍ସ। ନିଲମ୍ବନ କଟକଣା
ବାର୍ କାଇନ୍ସିଲ୍ ଅଫ୍ ଇଣ୍ଡିଆ ପକ୍ଷରୁ ଜାରି ସାନି ନିର୍ଦ୍ଦେଶନାମା। ଯେଉଁଥିରେ ଦର୍ଶାଯାଇଛି ଯେ ୧୨ ତାରିଖରେ ସମ୍ବଲପୁର ବାର୍ ଆସୋସିଏସନ୍‌ର ସବୁ ସଦସ୍ୟଙ୍କ ଉପରେ ଲାଗିଥିବା ନିଲମ୍ବନ କଟକଣାକୁ ହଟାଇ ଦିଆଯାଇଛି। ହେଲେ ତିନିଟି ପର୍ଯ୍ୟାୟ ଯଥା, ୧୨(୨୯), ୧୩(୧୪) ଓ ୧୬(୧୧) ତାରିଖରେ ଆନ୍ଦୋଳନକାରୀ ଯେଉଁ ନିର୍ଦ୍ଦିଷ୍ଟ ୫୪ ଆଇନଜୀବୀଙ୍କ ଲାଇସେନ୍ସ ନିଲମ୍ବନ କରାଯାଇଥିଲା, ତାହା ବଳବତ୍ତର ରହିବ।

Advertisment
Odisha Sambalpur Bar Council Of India
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ