Markfed after unable to repay loan amount
Advertisment
ନିଲାମ ହେବ ମାର୍କଫେଡ୍ କୋଠା ! ସଂପତ୍ତି ବିକି ଋଣ ଶୁଝିବ ମାର୍କଫେଡ୍ ! ଡେଙ୍ଗୁରା ବାଡ଼େଇ କରାଗଲା ଘୋଷଣା। ଋଣର ପାହାଡ଼ ତଳେ ଓଡ଼ିଶା ରାଜ୍ୟ ସମବାୟ ବାଣିଜ୍ୟ ମହାସଂଘ ଲିମିଟେଡ୍- ମାର୍କଫେଡ୍। ଭୁବନେଶ୍ୱର ଲକ୍ଷ୍ମୀ ସାଗରରେ ମାର୍କଫେଡ୍ର ସେଇ ହତଭାଗା ମୁଖ୍ୟ କୋଠା, ଯାହାକି ଏବେ ନିଲାମୀ ଅପେକ୍ଷାରେ। ଆସନ୍ତା ଜାନୁଆରୀ ୨ରେ ଡକାଯିବ ନିଲାମୀ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us