Advertisment

ନୂଆ ନମ୍ବର ପ୍ଳେଟ୍‌କୁ ନେଇ ଆସିଲା ନୂଆ ନିୟମ

ଏଯାଏଁ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ ପ୍ଲେଟ୍ ଲଗାଇନଥିବା ଗାଡ଼ି ଚାଳକଙ୍କ ପାଇଁ ଏଭଳି ଆଶସ୍ତିକର ଖବର ଦେଇଛି ରାଜ୍ୟ ସଡ଼କ ପରିବହନ ପ୍ରାଧିକରଣ ।

Advertisment

ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଦେବାକୁ ପଡ଼ିବନି ଫାଇନ୍ । ଚେକିଂ ବେଳେ କିନ୍ତୁ ଦେଖାଇବାକୁ ପଡ଼ିବ ଅନଲାଇନ ବୁକିଂ ସ୍ଲିପ୍ । ଏଯାଏଁ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ ପ୍ଲେଟ୍ ଲଗାଇନଥିବା ଗାଡ଼ି ଚାଳକଙ୍କ ପାଇଁ ଏଭଳି ଆଶସ୍ତିକର ଖବର ଦେଇଛି ରାଜ୍ୟ ସଡ଼କ ପରିବହନ ପ୍ରାଧିକରଣ ।

Advertisment
High Security Number Plate
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ