ଆଜି ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ। ୧୯୬୧ ମସିହାରୁ ୧୯୬୩ ଯାଏଁ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ପରେ ୧୯୯୦ରୁ ୧୯୯୫ ପର୍ଯ୍ୟନ୍ତ ପୁଣି ମୁଖ୍ୟମନ୍ତ୍ରୀ ବନିଥିଲେ । କେନ୍ଦ୍ରରେ କେଇଲା ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ ତୁଲାଇଛନ୍ତି ବିଜୁ ପଟ୍ଟନାୟକ। ଜଣେ ନିର୍ଭିକ ପାଇଲଟ ଭାବେ ମଧ୍ୟ ଥିଲା ତାଙ୍କର ସୁଖ୍ୟାତି। ଆଜିର ଦିନକୁ ଓଡ଼ିଶାରେ ପଞ୍ଚାୟତିରାଜ ଦିବସ ଭାବେ ପ୍ରତିବର୍ଷ ପାଳନ କରାଯାଏ।....