କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ମନ୍ତେଇଠାରେ ଅଶ୍ରୁଖଳା ନାଳ ଉପରେ ନିର୍ମାଣାଧିନ ବିଜୁ ସେତୁର ଗୋଟିଏ ସ୍ପାନ ଭୁଶୁଡ଼ି ପଡ଼ିଛି । ୨୦୧୬ ଡିସେମ୍ବର ୧୨ରେ ଏହାର ଶିଳାନ୍ୟାସ କରାଯାଇଥିଲା । ପ୍ରାୟ ୨.୫ କୋଟି ଟଙ୍କା ବ୍ୟୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୋଲଟି ନିର୍ମାଣ କରାଯାଉଛି ।
Published: Otv Khabar Bureau
Last updated: 12 January 2022, 01:01 PM IST
ପଂଜାବ ଗସ୍ତ ବେଳେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ତ୍ରୁଟି ଘଟଣାର ତଦନ୍ତ ପାଇଁ ସୁପ୍ରିମକୋର୍ଟ ୪ ଜଣିଆ କମିଟି ଗଠନ କରିଛନ୍ତି । ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଇନ୍ଦୁ ମାଲହୋତ୍ରା ଏହି କମିଟିର ଅଧ୍ୟକ୍ଷ ରହିବେ । ଏନଆଇଏ ଡିଜି, ଚଣ୍ଡିଗଡର ଡିଜି ଓ ପଂଜାବର ଏଡିଜିପି ସିକ୍ୟୁରିଟି ଏହି କମିଟିର ସଦସ୍ୟ ରହିଛନ୍ତି ।