biju setu collapsed again and substandard work fell into place
Advertisment
କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ମନ୍ତେଇଠାରେ ଅଶ୍ରୁଖଳା ନାଳ ଉପରେ ନିର୍ମାଣାଧିନ ବିଜୁ ସେତୁର ଗୋଟିଏ ସ୍ପାନ ଭୁଶୁଡ଼ି ପଡ଼ିଛି । ୨୦୧୬ ଡିସେମ୍ବର ୧୨ରେ ଏହାର ଶିଳାନ୍ୟାସ କରାଯାଇଥିଲା । ପ୍ରାୟ ୨.୫ କୋଟି ଟଙ୍କା ବ୍ୟୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୋଲଟି ନିର୍ମାଣ କରାଯାଉଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us